Listen

Description

Listen to this audiobook in full for free on
https://epod.space

Title: Dui Diganta
Author: ଗୌରହରି ଦାସ
Narrator: ସୁବ୍ରତ କୁମାର ପତି
Format: Unabridged
Length: 4:56:58
Language: Nepali
Release date: 08-12-2021
Publisher: Storyside AB India
Genres: Fiction & Literature, Literary Criticism

Summary:
2000 ମସିହାରେ ବରିଷ୍ଠ ଲେଖକ ଗୌରହରି ଦାସ ଦ୍ଵିତୀୟ ଥର ପାଇଁ ଆମେରିକା ଯାଇଥିଲେ ଓ ଭାରତ ଫେରିବା ବାଟରେ କିଛିଦିନ ସ୍ୱିଡ଼େନ ଭ୍ରମଣ କରିଥିଲେ। 'ଦୁଇ ଦିଗନ୍ତ' ପୁସ୍ତକଟି ତାଙ୍କର ଏହି ଦୁଇ ଦେଶ ଭ୍ରମଣର ଅନୁଭୂତି। ଆମେରିକା ପୃଥିବୀର ସବୁଠୁ ଶକ୍ତିଶାଳୀ ଦେଶ ହୋଇଥିବାବେଳେ ସୁଇଡେନର ସାଧାରଣ ଜୀବନଯାପନ ପ୍ରଣାଳୀ ସବୁଠାରୁ ଉନ୍ନତ। ଏ ଦେଶରେ କଳା, ସଂଗୀତ, ସାହିତ୍ୟ, ସ୍ଥାପତ୍ୟ ଓ ଭାସ୍କର୍ଯ୍ୟକୁ ଯେଉଁଭଳି ଗୁରୁତ୍ୱ ପ୍ରଦାନ କରାଯାଏ ତାହା ବାସ୍ତବିକ ଉଲ୍ଲେଖନୀୟ। ଆମେରିକା ଓ ସୁଇଡେନରେ ଲେଖକଙ୍କ ଅଭିଜ୍ଞତା ସହ ଦୁଇ ଦେଶର ସାମାଜିକ ଓ ସାଂସ୍କୃତିକ ବୈଶିଷ୍ଟ୍ୟକୁ ନେଇ ରଚିତ 'ଦୁଇ ଦିଗନ୍ତ' ଶୁଣିବାଭଳି ଏକ ଭ୍ରମଣକାହାଣୀ!