Listen

Description

Please visit https://thebookvoice.com/podcasts/1/audiobook/834893 to listen full audiobooks.
Title: [Oriya] - Ardhangini
Author: ସଦାନନ୍ଦ ତ୍ରିପାଠୀ
Narrator: କରୁଣାକର
Format: Unabridged Audiobook
Length: 6 hours 22 minutes
Release date: October 14, 2021
Genres: Literary Fiction
Publisher's Summary:
ସେ କଥା କହନ୍ତି ଯେପରି, ଲେଖନ୍ତି ବି ସେହିପରି। ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ କହୁଥିବା କାହାଣୀର ପରିପାର୍ଶ୍ଵ ସହ ଆକ୍ଷରିକ ଭାବେ ନିଜକୁ ସାମିଲ୍‍ କରିଥାନ୍ତି। ତେଣୁ ତାଙ୍କର ଅନୁଭୂତି, ଉପଲବ୍ଧି ଓ ଅନ୍ତର୍ଦୃଷ୍ଟି ଯେତେବେଳେ ଗଳ୍ପରେ ରୂପାୟିତ ହୁଏ, ତାହା ପାଠକକୁ ଆଶାତୀତ ସ୍ୱାଦ ଓ ଆବେଗ ଯୋଗାଇବାର ସାମର୍ଥ୍ୟ ରଖେ। ଓଡ଼ିଶାର ମାଟି, ପାଣି, ପବନ ସହିତ ଏକାତ୍ମ ଏ ଗାଳ୍ପିକଙ୍କ ଗଳ୍ପରେ ରୂପାୟିତ ସ୍ଥାନ ଓ ଘଟଣା ଏବଂ ଚରିତ୍ରସବୁ ନିହାତି ଚିହ୍ନାଚିହ୍ନା ଲାଗନ୍ତି। ଏହି ସଂକଳନରେ ସ୍ଥାନିତ ଗଳ୍ପଗୁଡ଼ିକରେ ଭିନ୍ନଭିନ୍ନ ପରିବେଶ ଓ ପରିସ୍ଥିତିର ଜଣେଜଣେ ଅର୍ଦ୍ଧାଙ୍ଗିନୀଙ୍କୁ ଭେଟିବେ ପାଠକେ ଏବଂ ଅନୁଭବ କରିପାରିବେ ଲେଖକଙ୍କ ଅକୃତ୍ରିମ ଓ ଅନନ୍ୟ ଅନୁଧ୍ୟାନର ଅପୂର୍ବ ଅନ୍ଦାଜ୍‍କୁ।